ପଢ଼ନ୍ତୁ, ଆଜିର ରାଶିଫଳ

ମେଷ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

ବୃଷ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମିଥୁନ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

କନ୍ୟା : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ଆଜି ଆପଣ ସାନମାନଙ୍କୁ ପାଣିର ମହତ୍ୱ ଓ ମୂଲ୍ୟ ବିଷୟରେ କିଛି ଜ୍ଞାନ ଦେଇପାରନ୍ତି। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ତୁଳା : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ବିଛା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ଧନୁ : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଆଜି ଆପଣ ଜଣେ ପ୍ରିୟ ବନ୍ଧୁ ସହିତ ଦେଖା ହେବେ, ଯିଏ ଆପଣଙ୍କ ପାଇଁ ଚିନ୍ତା କରନ୍ତି ଓ ବୁଝନ୍ତି।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମୀନ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।