ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।
ବୃଷ : ଉଦ୍ୟମରେ ସଫଳତା ମିଳିବ। ଆଶା ବାସ୍ତବରେ ପରିଣତ ହେବ। ସମସ୍ତଙ୍କର ସହଯୋଗ ମିଳିବ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। କୌଣସି କାମରେ ଭାଇଭଉଣୀଙ୍କର ସହଯୋଗ ପାଇବେ। ନୂଆ ଚାକିରି ମିଳିବାର ଯୋଗ ରହିଛି।
ମିଥୁନ : ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।
କର୍କଟ ; ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ସିଂହ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।
କନ୍ୟା : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ତୁଳା : ପୂର୍ବରୁ ନଷ୍ଟ ହୋଇଥିବା ମାନ, ସମ୍ମାନ, ପ୍ରତିଷ୍ଠା, ସୁଖ ନିଦ୍ରା ଆଦି ପୁଣି ଫେରିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଦେହ, ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପରିବାରରେ ସବୁ କାର୍ଯ୍ୟ ସୁଚାରୁରୂପେ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।
ବିଛା : ଉଦ୍ୟମରେ ସଫଳତା ପାଇବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ନିର୍ବାଚନରେ ବିଜୟ ଲାଭ କରିବେ। ଦେହ, ମନ ସୁସ୍ଥ ରହିବ।
ଧନୁ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମକର : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
କୁମ୍ଭ : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଆର୍ଥିକ ଅଭିବୃଦ୍ଧି ଘଟିବ। ଭବିଷ୍ୟତ ଯୋଜନାରେ ନିବେଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।
ମୀନ : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ।