କେମିତି ବିତିବ ଆପଣଙ୍କ ଦିନ ? ପ୍ରେମ, ପରିବାର, ଶିକ୍ଷା କ୍ଷେତ୍ରରେ ରାଶିର ପ୍ରଭାବ କିପରି ରହିବ ଜାଣନ୍ତୁ

ମେଷ: ରାଜନୀତିରେ ଅଧିକ ସମୟ ଚିନ୍ତିତ ରହିବେ। କୌଣସି ବି ପ୍ରକାର ବାଦ ବିବାଦ ଠାରୁ ଦୂରେଇ ରହନ୍ତୁ। ଜରୁରୀ କାମରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ଯାନବାହନ ସାବଧାନତାର ସହ ଚଳାନ୍ତୁ।

ବୃଷ: ସମୟ ଆପଣଙ୍କ ଲାଗି ବଢ଼ିଆ ରହିବ। ଭାବିଥିବା ସବୁ କାମ ସହଜରେ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ।

ମିଥୁନ: ଦିନଟି ବଢ଼ିଆ ରହିବ। କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ସଫଳତା ମିଳିବ।

କର୍କଟ: ପୂରା ଦିନ ନିଜକୁ ସତେଜ ଅନୁଭବ କରିବେ। ବ୍ୟାବସାୟିକ ଯାତ୍ରା ଫଳପ୍ରଦ ହେବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ। ଆପଣଙ୍କ ପରାମର୍ଶ କାହାରି କାମରେ ଆସିବ।

ସିଂହ : ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ ।

କନ୍ୟା : ଶୃଙ୍ଖଳିତଧାରାରେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ । ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଶୁଭଫଳ ପାଇବେ ।

ତୁଳା : ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଚାକିରିରେ ସୁଚାରରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ ।

ବିଛା : କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ମହିଳାମାନଙ୍କର ସ୍ଵାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ ଚିନ୍ତାଜନକ ପରିସ୍ଥିତି ରହିବ ।

ଧନୁ : ନିକଟରେ ହୋଇଥିବା ସମସ୍ୟା ବଢ଼ୁଥିବା ଯୋଗୁଁ ଏବେ ଆପଣ ବନ୍ଧୁ ଏବଂ ପରିବାରର ସଦସ୍ୟଙ୍କ ସହିତ ସମୟ କଟାଇଲେ ତାହା ଦୂର ହୋଇଯିବ । ମାନସିକ ଶାନ୍ତି ପାଇଁ ଆଜି ଆପଣ ବାହାରକୁ ଯାଇ ପାରନ୍ତି ।

ମକର : କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ। ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି।

କୁମ୍ଭ: ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।

ମୀନ : ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇ ପାରେ ସେଥିପାଇଁ କଥା ବାର୍ତ୍ତା ନିୟନ୍ତ୍ରଣ ରଖନ୍ତୁ ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି।