ପ୍ରଜାପତି ଦେହରେ ଦୃଶ୍ୟମାନ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ, ଆଲୌକିକ ଦୃଶ୍ୟ ଦେଖି ଭକ୍ତ ବିଭୋର
ସାଲେପୁର (କେନ୍ୟୁଜ): ସେ ଭକତ ଭାବରେ ବନ୍ଧା, ସେ ଭକ୍ତ ବତ୍ସଳ । କେତେବେଳେ ଭକତ ହାତରୁ ନଡିଆ ନିଏ ତ କେତେବେଳେ ସେ ଭକ୍ତର ବାଲି ରଥରେ ବି ବସେ । ଭକ୍ତର ଭାବନାକୁ ବୁଝେ ସେଥି ପାଇଁ ତ ତାକୁ ଭାବ ବିନୋଦିଆ କୁହାଯାଏ । ଯେତେବେଳେ ଭକ୍ତି ଓ ଆସ୍ଥାର କଥା ଆସେ ସେଠି ପଥର ବି ଠାକୁର ଭଳି ଦେଖା ଯାଆନ୍ତି । ସେହିଭଳି ଏବେ ପ୍ରଜାପତି ଦେହରେ ଦୃଶ୍ୟମାନ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ସତରେ ଯେମିତି ଶ୍ରୀଜିଉ ନିଜ ଭକ୍ତଙ୍କ ପାଇଁ…
Read More...