ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୪ ମାଓବାଦୀ, ସର୍ଚ୍ଚ ଅପରେସନ ଜାରି

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୪ ମାଓବାଦୀ । ଝାଡ଼ଖଣ୍ଡ ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନ୍ କାଉଣ୍ଟରରେ ୪ ମାଓବାଦୀ ନିହତ। ଜଣେ ଜୋନାଲ କମାଣ୍ଡର, ୨ ଏରିଆ କମାଣ୍ଡର ସମେତ ୪ଜଣ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.