ରାଷ୍ଟ୍ରପତି ଭବନରେ ନବନିଯୁକ୍ତ ୧୬୯ IAS, ପ୍ରଶିକ୍ଷଣର ଅନୁଭୂତି ବାଣ୍ଟିଲେ IAS ଅଫିସର

କେନ୍ୟୁଜ୍ (ବ୍ୟୁରୋ):  ସର୍ବଦା ନେତୃତ୍ୱ ନେବାକୁ ଆଗଭର ହୁଅ । ସମସ୍ତଙ୍କ ପାଇଁ ଜଣେ ଜଣେ ରୋଲ ମଡେଲ ହୁଅ । ନିଜ ଚାକିରୀ କାଳର ଅନୁଭୂତି ବାଣ୍ଟିବା ଅବସରରେ ୨୦୧୭ର IAS ଅଧିକାରୀଙ୍କୁ ଏଭଳି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨ ବର୍ଷର ପ୍ରଶିକ୍ଷଣ ପରେ ବିଭିନ୍ନ ମନ୍ତ୍ରାଳୟ ଓ ବିଭାଗରେ ନିଯୁକ୍ତି ହୋଇଥିବା ମୋଟ୍‌ ୧୬୯ ଜଣ IAS ଅଧିକାରୀଙ୍କୁ ନିକଟରେ ଭେଟିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସମସ୍ତଙ୍କୁ ରାଷ୍ଟ୍ରପତି ଭବନକୁ ନିମନ୍ତ୍ରଣ ହୋଇଥିଲା । ଓଡିଆ IAS ସୁମନ ସୌରଭ ମହାନ୍ତିଙ୍କ ସମେତ ଅନ୍ୟ ନବନିଯୁକ୍ତ IAS ଅଧିକାରୀ ଏଠାରେ ଉପସ୍ଥିତ ରହିଥିଲେ । ସମସ୍ତେ ନିଜ ପ୍ରଶିକ୍ଷଣ କାଳର ଅନୁଭୂତି ବାଣ୍ଟିଥିଲେ । ୟୁପିଏସି ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ନବମ ସ୍ଥାନ ଅଧିକାର କରିଥିଲେ ସୁମନ ସୌରଭ ମହାନ୍ତି ।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

3 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

3 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

20 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

21 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

25 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

48 mins ago