ପାକିସ୍ତାନ: ଆତଙ୍କବାଦୀ ଆକ୍ରମଣରେ ଥରିଲା ଖୈବର ପଖତୁନଖୱା; ୨ ମୃତ, ୨୨ ଆହତ

ପାକିସ୍ତାନର ଖୈବର ପଖତୁନଖୱାରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି ।

ପାକିସ୍ତାନର ଖୈବର ପଖତୁନଖୱାରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଛି । ପ୍ରାଥମିକ ସୂଚନା ମୁତାବକ, ଏହି ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୨୨ ଜଣ ଆହତ ହୋଇଛନ୍ତି ।

ଗତ ୨ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ । ଏହାପୂର୍ବରୁ ପାକିସ୍ତାନର ଗ୍ୱାଦାର ବନ୍ଦରକୁ ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ । ଏହି ଆକ୍ରମଣରେ ଦୁଇ ଜଣ ପାକିସ୍ତାନୀ ସୈନିକ ନିହତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.