ଦେଶ ବିଦେଶ

ଶ୍ରୀନଗରରେ ଆତଙ୍କବାଦୀଙ୍କ ଆକ୍ରମଣରେ ଗଲା ୨ ପୋଲିସ ଅଧିକାରୀଙ୍କ ଜୀବନ, ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଜୋରଦାର୍

କେନ୍ଯୁଜ୍: ଆଜି ସକାଳେ ଶ୍ରୀନଗର ଉପକଣ୍ଠରେ ଆତଙ୍କବାଦୀଙ୍କ ଆକ୍ରମଣ ପରେ ଜମ୍ମୁ-କଶ୍ମୀରର ଦୁଇଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି। ସୂଚନା ମୁତାବକ ଶ୍ରୀନଗର ସହରର ସୀମାନ୍ତରେ ଥିବା ନୋଭଗାମରେ ପୋଲିସ ଟିମ୍ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ୩ଜଣ ପୋଲିସ କର୍ମଚାରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ସମୟରେ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

7 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

16 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

25 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

41 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

56 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago