ଦେଶ ବିଦେଶ

ଲୋକସଭା ନିର୍ବାଚନ ୨୦୨୪ ରେଜଲ୍ଟ: କେଉଁ ଆସନରେ କିଏ ଆଗୁଆ

ଝାଡ଼ଖଣ୍ଡର ସମସ୍ତ ୧୪ଟି ଲୋକସଭା ଆସନର ଫଳାଫଳ ଆଜି ଜାରି କରାଯାଉଛି । ୧୪ ଆସନରେ ଚାରି, ପାଞ୍ଚ, ଛଅ ଏବଂ ସାତଟି ପର୍ଯ୍ୟାୟରେ ମତଦାନ ହୋଇଥିଲା । ଝାଡ଼ଖଣ୍ଡରେ ୨୦୧୯ ଭଳି ଏନ୍‌ଡିଏ ଏଥର ମଧ୍ୟ ୧୩+୧ ଫର୍ମୂଲାରେ ନିର୍ବାଚନ ଲଢ଼ୁଛି ।

କେରଳର ସମସ୍ତ ୨୦ ଲୋକସଭା ଆସନରେ ମଧ୍ୟ ମତଗଣନା ଜାରି ରହିଛି ।

ହିମାଚଳ ପ୍ରଦେଶରେ ବିଜେପି ଲିଡ୍‌ କରୁଛି । ଏଠାରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେଉଛି । ଏହି ନିର୍ବାଚନରେ ସବୁଠାରୁ ଅଧିକ ଚର୍ଚ୍ଚିତ ଲୋକସଭା ଆସନ ରହିଛି ମଣ୍ଡି । ମଣ୍ଡି ଆସନରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ଵତ ଆଗୁଆ ରହିଛନ୍ତି ।

ଉତ୍ତରାଖଣ୍ଡରେ ୫ ଲୋକସଭା ଆସନ ରହିଛି । ନିର୍ବାଚନ ଲଢ଼ୁଥିବା ୫୫ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ନିର୍ଦ୍ଧାରଣ ହେବ । ମତଗଣନା ପରେ ସନ୍ଧ୍ୟା ସୁଦ୍ଧା ଫଳାଫଳ ଆସିବ ।

Roshni

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

4 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

15 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

23 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

39 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

48 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

57 mins ago