ଦେଶ ବିଦେଶ

ମୁମ୍ବାଇ ଧୂଳିଝଡ଼ରେ ଭାଙ୍ଗିଲା ହୋଡିଂ, ୩ ମୃତ, ୫୯ ଆହତ

ମୁମ୍ବାଇ : ପ୍ରଚଣ୍ଡ ଧୂଳିଝଡ଼ରେ ଏକ ହୋଡିଂ ଭାଙ୍ଗି ଯିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୯ ଜଣ ଆହତ ହୋଇଥିବା ଜଣାଯାଇଛି । ହୋଡିଂ ତଳେ ଚାପି ହୋଇ ରହିଥିବା ୬୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଏହି ଅଘଟଣ ଘଟିଛି ମୁମ୍ବାଇ ଘଟକୋପର ସ୍ଥିତ ପୋଲିସ ଗ୍ରାଉଣ୍ଡ ପେଟ୍ରୋଲ ପମ୍ପ ଅଂଚଳରେ ।

ପ୍ରଚଣ୍ଡ ଧୂଳିଝଡ ଯୋଗୁ ଏକ ହୋଡିଂ ଭାଙ୍ଗିଯାଇ ତଳେ ପଡିଥିଲା । ଫଳରେ ଏହା ତଳେ ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାସ୍ଥଳରେ ତୁରନ୍ତ ଏନଡିଆରଏଫ୍‌ ଟିମ ପହଞ୍ଚି ଅନ୍ୟମାନଙ୍କୁ ଉଦ୍ଧାର କରିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଅଘଟଣର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ । ସୂଚନାଯୋଗ୍ୟ, ଏହି ଧୂଜିଝଡ଼ ଯୋଗୁ ମୁମ୍ବାଇରେ ସଡ଼କ ପରିବହନ ଓ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବା ସହ ବହୁ ଗଛ ଉପୁଡି ପଡିଥିବା ଦେଖାଯାଇଛି ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago