ଝାଡ଼ଖଣ୍ଡ : ବିଦ୍ୟୁତ୍ ଆଘାତରେ ଚାଲିଗଲା ୫ଟି ହାତୀଙ୍କ ଜୀବନ। ଝାଡ଼ଖଣ୍ଡ ପୂର୍ବୀ ସିଂଭୂମ ଜିଲ୍ଲା ମୁସାବଣି ବନାଞ୍ଚଳ ଉପରବଡ଼ ପଟାସ ଜଙ୍ଗଲ ଭିତରୁ ହାତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ସୂଚନା ଅନୁୟାୟୀ ଜଙ୍ଗଲ ଭିତରେ ୯ ଟିକିଆ ହାତୀପଲ ଜଙ୍ଗଲ ଭିତରେ ବୁଲୁଥିବାବେଳେ ୩୩ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଗୋଟିଏ ହାତୀ ଆସିଥିଲା। ଅନ୍ୟମାନେ ହାତୀକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଥିଲେ। ଅଘଟଣ ସମ୍ପର୍କରେ ବନବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ କିପରି ଏତେ ତଳକୁ ବିଦ୍ୟୁତ୍ ତାର ଝୁଲିରହିଲା ସେନେଇ କାରଣ ଖୋଜାଚାଲିଛି।
ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…
ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି । ପଶ୍ଚିମ ଓଡ଼ିଶାରେ…
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…