ପୁଣି ଭିଟାମାଟି ପ୍ରେମ ରହିଗଲା ଅଧାରେ। ଘର ବାହୁଡା ଆଶା ହୋଇଗଲା ଶେଷ ବାହୁଡା। କରୋନା ମାରିଦେବା ଭୟରେ ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ମାରି ଦଉଛି ସଡକ ଦୁର୍ଘଟଣା। ଉତ୍ତରପ୍ରଦେଶର ମୁଜାଫରନଗର-ସହରାନପୁର ଜାତୀୟ ରାଜପଥରେ ଯାଉଥିବାବେଳେ ବିଳମ୍ବିତ ରାତି ପ୍ରାୟ ୧ଟାରେ ଅଘଟଣ ଘଟିଛି।
ଲକଡାଉନ ଯୋଗୁଁ ଶହଶହ କିମି ରାସ୍ତା ଚାଲିଚାଲି ଅତିକ୍ରମ କରୁଥିବା ୮ ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍। ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ତେବେ ଏହି ଘଟଣାକୁ ନେଇ ସାରା ଦେଶରେ ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଉପରେ ପ୍ରଶ୍ନ ଉଠିବାରେ ଲାଗିଛି। ସୂଚନା ଅନୁଯାୟୀ ଏହି ସମସ୍ତ ଶ୍ରମିକ ପଞ୍ଜାବରୁ କିଛି ଶ୍ରମିକ ପାଦରେ ଚାଲି ଚାଲି ଘର ବିହାରକୁ ଯାଉଥିଲେ। କିନ୍ତୁ ଘର ବାହୁଡାର ମୋହ ରହିଗଲା ଅଧାରେ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…