ଦେଶ ବିଦେଶ

ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ, ସକ୍ରିୟ ମାମଲା ୩୭୪୨

ପୁଣି ମାରାତ୍ମକ ହେବ କି କରୋନା ? ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ। JN.1 ସବ ଭାରିଆଣ୍ଟ ଚିନ୍ତା ବଢାଇଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩୭୪୨ରେ ପହଞ୍ଚିଛି। କରୋନା କଡ଼ ଲେଉଟାଇବା ପରେ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ।

Niharanjan

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

1 hour ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

2 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

2 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

3 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

4 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

4 hours ago