ଦେଶ ବିଦେଶ

ମହାରାଷ୍ଟ୍ରର ନାଗପୁର-ପୁଣେ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ମୃତ, ୧୩ ଆହତ

ମହାରାଷ୍ଟ୍ରର ନାଗପୁର-ପୁଣେ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ-ବସ୍‌ ଧକ୍କାରେ ୬ମୃତ, ୧୩ ଆହତ । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରକ୍‌ ଧକ୍କାରେ ଏକ ଯାତ୍ରୀବାହୀ ବସ୍‌ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ।

ଆଜି ସକାଳୁ ମହାରାଷ୍ଟ୍ର ନାଗପୁରରୁ ଏକ ଯାତ୍ରୀବାହୀ ବସ୍‌ ପୁଣେରୁ ମେହକର ଅଞ୍ଚଳ ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ବସକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋର ଥିଲା ଯେ, ବସ କାଚ ଭାଙ୍ଗି ଯିବା ସହ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି । ଗୁରୁତରଙ୍କ ସ୍ଥାନୀୟ ଲୋକେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଖବର ପାଇ ପୋଲିସ୍‌ ଓ ପ୍ରଶାସନିକ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

Niharanjan

Recent Posts

ଏମିତି ଏକ ଗାଁ ଯେଉଁଠି ଦୋଳି ନାହିଁ ସତ କିନ୍ତୁ ରହିଛି ରଜ ପର୍ବର ଦୁଇ ଗୁଣା ଉତ୍ସାହ

ଭଞ୍ଜନଗର(କେନ୍ୟୁଜ): ଓଡ଼ିଶାର ଗଣ ପର୍ବ ରଜ । ଏଥିପାଇଁ ଉତ୍ସବ ମୁଖର ଗାଆଁଠୁ ସହର ।  ବସୁଧା, ପ୍ରକୃତି ମାତାଙ୍କୁ…

2 mins ago

ଉପବାଚସ୍ପତି ପଦ ପାଇଁ ବିରୋଧୀ ଦଳଙ୍କ ଦାବି, ନହେଲେ ବାଚସ୍ପତି ନିର୍ବାଚନ ଲଢ଼ିବାକୁ ଘୋଷଣା

ନୂଆଦିଲ୍ଲୀ:ଚସ୍ପତି ପଦକୁ ନେଇ ତେଜିଲା ବିବାଦ। ଆସନ୍ତା ୨୪ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ…

26 mins ago

ବିବାହ ଉତ୍ସବରେ ରକ୍ତଦାନ ଶିବିର, ନବଦମ୍ପତି ସୃଷ୍ଟି କଲେ ନିଆରା ଉଦାରଣ

ଜଳେଶ୍ୱର (କେନ୍ୟୁଜ): ନିଜର ବିବାହ ଉତ୍ସବକୁ ସ୍ମରଣୀୟ କରିବା ପାଇଁ ଆଜିର ଯୁବପିଢୀ ଭିନ୍ନ ଭିନ୍ନ ଢଙ୍ଗରେ ଏହାକୁ ପାଳନ…

37 mins ago

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧୀନରେ ବିଗ୍ ଫୋର୍, ରହିବ ଅନେକ ଚ୍ୟାଲେଞ୍ଜ

କେନ୍ୟୁଜ (ବ୍ୟୁରୋ) : ବିଭାଗ ବଣ୍ଟନ ସରିଛି । ଏବେ ଦାୟିତ୍ୱ ନେବା ପରେ ମନ୍ତ୍ରୀମାନଙ୍କ ଆଗରେ ରହିବ ଅନେକ ଚ୍ୟାଲେଞ୍ଜ…

44 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ଶେଷ ରଜରେ କିଣି ଆଣନ୍ତୁ ସୁନା, ଜାଣନ୍ତୁ କେତେ ରହିଛି ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

2 hours ago