Below header

ଛତିଶଗଡ଼ : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳି ପଡ଼ିଲେ ୭ ମାଓବାଦୀ

ଛତିଶଗଡ଼ : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳି ପଡ଼ିଲେ ୭ ମାଓବାଦୀ । ଛତିଶଗଡ଼ ଓଡ଼ିଶା ସୀମାର ବସ୍ତର ତିରିୟା ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ୭ ଜଣ ମାଓବାଦୀଙ୍କ ମୃତ ଦେହ ଜବତ ହୋଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି ୩ ଜଣ ମହିଳା ମାଓବାଦୀ । ଏହା ସହ ବ୍ୟାପକ ମାଓ ସାମଗ୍ରୀ ଜବତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.