ନିର୍ଭୟା ଗଣଦୁଷ୍କର୍ମ ମାମଲାକୁ ପୂରିଲା ୭ ବର୍ଷ, ଆଜିବି ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ମାମଲାକୁ ପୂରିଲା ୭ ବର୍ଷ । ୨୦୧୨ ଡିସେମ୍ବର ୧୬ରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ଏହି ଲୋମହର୍ଷକ ଘଟଣା ପୁରା ଦେଶକୁ ଦୋହଲାଇ ଦେଇଥିଲା । ଚଳନ୍ତା ବସ୍‌ରେ ରାକ୍ଷାସ ପାଲଟି ଯାଇଥିଲେ ୬ଜଣ ନର ରାକ୍ଷାସ । ୨୩ ବର୍ଷିୟା ପାରମେଡିକାଲ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ସହ ଶାରୀରିକ ନିର୍ଯାତନା ଦେଇଥିଲେ । ଦୁଷ୍କର୍ମ ପରେ ଯୁବତୀଙ୍କ ସମ୍ବେଦନଶୀଳ ଅଙ୍ଗରେ ଲୁହାରଡ ଭର୍ତ୍ତି କରିଦେଇଥିଲେ । ଘଟଣାର ୧୩ ଦିନ ପରେ ଆଖି ବୁଜିଥିଲେ ପୀଡ଼ିତା । ଏହାପରେ ଜଳିଥିଲା ସାରା ଦେଶ ।

ଗିରଫ ହୋଇଥିଲେ ୬ଜଣ ପିଶାଚ । ୨୦୧୩ରେ ତିହାର ଜେଲର ଫାସୀ ଲଗାଇଥିଲେ ରାମ ସିଂ । ଜଣେ ନାବାଳକ ଅଭିଯୁକ୍ତକୁ ସୁଧାର ଗୃହରେ ରଖାଯିବା ପରେ ଛାଡି ଦିଆଯାଇଛି । ଏବେ ଅନ୍ୟ ୪ଜଙ୍କୁ ଫାଶୀ ଦେବା ପାଇଁ ପ୍ରସ୍ତୁତି ଚାଲିଛି । ମାମଲାରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଅକ୍ଷୟ କୁମାର ସିଂ ରିଭ୍ୟୁ ପିଟିସନର ସୁପ୍ରିମକୋର୍ଟରେ ଆସନ୍ତା ୧୭ ତାରିଖରେ ଶୁଣାଣି ହେବ । ସେପଟେ ଆଜିବି ନିର୍ଭୟା ପରିବାର ଲୋକଙ୍କ ସହ ଦେଶବ୍ୟାପୀ ଲୋକଙ୍କ ମନରେ ସତେଜ ରହିଛି ଘଟଣା। କେବେ ଦୋଷୀଙ୍କୁ ମିଳିବ ଫାଶୀ। ନ୍ୟାୟ ଅପେକ୍ଷାରେ ପରିବାର ଲୋକେ।

KNews Bureau

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 min ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

4 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

24 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

1 hour ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

1 hour ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago