ବିହାର : ବିହାର ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩କୁ ବୃଦ୍ଧି ପାଇଛି । ଏହା ସହ ପାଟନାରେ ବର୍ଷା ନେଇ ହାଇ ଆଲର୍ଟ ଜାରି କରାଯାଇଛି । ବିହାରରେ ବନ୍ୟା କାରଣରୁ ମୃତ୍ୟୁ ସଂଖ୍ୟା ବଢୁଛି । ବନ୍ୟା ଯୋଗୁ ବିହାରରେ ବହୁ କ୍ଷୟକ୍ଷତି ହୋଇଛି । ପାଟନା ସମେତ ବୈଶାଲୀ, ବେଗୁସରାୟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୂର୍ବରୁ ଜୁଲାଇ ମାସରେ ୧୨-୧୩ଟି ଜିଲ୍ଲାରେ ବନ୍ୟା ଆସିଥିଲା । ପରେ ଗଙ୍ଗା ନଦୀର ଜଳସ୍ତର ବଢିଥିଲା । ଏବେ ହଠାତ୍ ଭାରି ବର୍ଷା କାରଣରୁ ପାଟନାର କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…