କର୍ଣ୍ଣାଟକ: ଭାରତରେ ପ୍ରଥମ କରୋନା ମୃତ୍ୟୁ । କର୍ଣ୍ଣାଟକ କୁଲବର୍ଗୀ ଅଞ୍ଚଳର ୭୬ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । COVID-19 ଭୂତାଣୁରେ ସଂକ୍ରମିତ ହୋଇ ବୃଦ୍ଧ ଜଣଙ୍କ ମୃତ୍ୟୁ ହୋଇଛି । କର୍ଣ୍ଣାଟକ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସେ ଗତ ଜାନୁଆରୀରେ ସାଉଦି ଆରବ ଯାଇ ମାସକ ପରେ ଫେରିଥିଲେ । ଏହା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ କରୋନା ସଂକ୍ରମିତ ସନ୍ଦେହ କରି ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । ତାଙ୍କର କରୋନା ଯୋଗୁ ମୃତ୍ୟୁ ହୋଇଥିବା ଗତକାଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…