ପରେଡ ଗ୍ରାଉଣ୍ଡରେ ପଶି ଆସିଲା ହନୁ ମାଙ୍କଡ, ଲାତ ମାରିଲା ଡ୍ରିଲ୍‌ ଇନ୍‌ଷ୍ଟ୍ରକଟର୍‌ଙ୍କୁ, ପରେ କଣ ଘଟିଲା ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ ଜୋରରେ ଭାଇରାଲ ହେବାରେ ଲାଗିଛି । ଯାହାକୁ ଦେଖି ୟୁଜରମାନେ ଭିନ୍ନ ଭିନ୍ନ କମେଣ୍ଟ କରୁଛନ୍ତି। ଭିଡିଓଟି କେଉଁଠାର କିଛି ଜଣା ପଡିନାହିଁ । କିନ୍ତୁ ଦୃଶ୍ୟ ଦେଖିଲେ ଲାଗୁଛି ଏକ ପୋଲିସ ପରେଡରେ ଜଣେ ଡ୍ରିଲ୍‌ ଇନ୍‌ଷ୍ଟ୍ରକଟର୍‌ ଲାଇନ ବାହାରେ ଡ୍ରିଲ୍‌ କରୁଥିବା ସମୟରେ ପଡିଆକୁ ଏକ ମାଙ୍କଡ ପଶି ଆସିଥିଲା ଓ ଇନ୍‌ଷ୍ଟ୍ରକଟର୍‌ଙ୍କୁ ଗୋଟିଏ ଲାତ ମାରି ସେଠାରୁ  ଚାଲି ଯାଇଥିଲା। ଏହି ଭିଡିଓଟି ଏବେ ଟ୍ବିଟରରେ ସେୟାର ହେବାରେ ଲାଗିଛି ଓ ୟୁଜରମାନେ ଏହି ଭିଡିଓରେ ମଜାଳିଆ କମେଣ୍ଟ ମଧ୍ୟ କରୁଛନ୍ତି।

KNews Bureau

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

2 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

19 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

33 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

46 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

47 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago