ଦେଶ ବିଦେଶ

ଆସୁଛି ବାତ୍ୟା : ଆରବସାଗରରେ ଅବପାତର ରୂପ ନେଲା ଲଘୁଚାପ

(କେନ୍ୟୁଜ): ଆସୁଛି ବାତ୍ୟା । ଆରବସାଗରରେ ଦାନା ବାନ୍ଧିବ ସାଇକ୍ଲୋନ୍‌ । ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଉତ୍ତର ଦିଗରେ ଗିତି କରିବ ଡିପ୍ରେସନ୍‌ । ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ବାତ୍ୟାର ରୂପ ନେଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବର୍ତ୍ତମାନ ଅବପାତ ଗୋଆ ଉପକୂଳରୁ ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ୯୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି ।

Barsha

Recent Posts

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

15 mins ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

46 mins ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

1 hour ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

2 hours ago

ସୁରକ୍ଷିତ ଦେଶ ଯେଉଁଠି ସ୍କୁଲ ହେଉ କି ସପିଂ ମଲ୍‌ ପିଲାମାନେ ଏକା ଯାଆନ୍ତି

ସାଧାରଣତ ଯେତେବେଳେ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି, ଲୋକମାନେ ସେମାନଙ୍କର ସୁରକ୍ଷା ପାଇଁ ଚିନ୍ତିତ ହୁଅନ୍ତି । ଆମେ ସେମାନଙ୍କୁ ଏକୁଟିଆ…

2 hours ago

ଦିଲ୍ଲୀରେ ବିଦ୍ୟୁତ ସଙ୍କଟ, ଦିନ ୨ ଟାରୁ ନାହିଁ କରେଣ୍ଟ

ଡହ ଡହ ଖରାରେ ଜଳୁଛି ସାରା ଦେଶ । ଗୁଳୁଗୁଳି ସାଙ୍ଗକୁ ଅସହ୍ୟ ତାତି । କିନ୍ତୁ ଏହାରି ଭିତରେ…

3 hours ago