ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା; ୮ ତାରିଖରେ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳ ମୁହାଁ ହେବ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆଣ୍ଡାନ ସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହେବ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଡିପ୍ରେସନ୍‌ ସୃଷ୍ଟି ହେବ । ଏହାପରେ ଅଧିକ ଘନୀଭୂତ ହେବ ସମ୍ଭାବ୍ୟ ଅବପାତ । ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ଧାରଣ କରି ୮ ତାରିଖରେ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳ ମୁହାଁ ହେବ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.