Below header

ଛତିଶଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୮ମୃତ ୨୪ଗୁରୁତର

ଛତିଶଗଡ଼: ଛତିଶଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଜାପୁର ଜିଲ୍ଲାର ନେଲସାନାର ନିକଟରେ ଦୁର୍ଘଟଣା ହୋଇଛି । ଦୁଇଟି ପିକ୍‌ଅପ୍‌ ଭ୍ୟାନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.