ନଙ୍ଗାହାର; ଆଫଗାନିସ୍ତାନରେ ହୋଇଥିବା ବିମାନ ଆକ୍ରମଣରେ ତାଲିବାନ ଓ ଆଇଏସ୍ ଆତଙ୍କବାଦୀ ସଙ୍ଗଠନର ୯ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ ଏହି ବିମାନ ଆକ୍ରମଣ ଆଫଗାନିସ୍ତାନର ପୂର୍ବ ନଙ୍ଗାହାରରେ ହୋଇଥିଲା।
ସୂଚନାଯୋଗ୍ୟ, ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରାୟ ୨ ଦଶନ୍ଧି ହେବ ଆଫଗାନିସ୍ତାନ ସରକାର ତାଲିବାନ ଆତଙ୍କବାଦୀଙ୍କ ସହ ଲଢେଇ କରି ଆସୁଥିବା ବେଳେ ଏହା ସମ୍ଭବ ହୋଇ ପାରୁନାହିଁ। ଆଉ ଏବେ ତାଲିବାନ ଆତଙ୍କବାଦୀଙ୍କ ସହ ହାତ ମିଳାଇଲେଣି ଆଇଏସ୍ ଆତଙ୍କବାଦୀ। ତେଣୁ ଏହାକୁ ଦେଖି ସେଠାରେ ପ୍ରାୟ ପ୍ରତିଦିନ ଆତଙ୍କବାଦୀଙ୍କ ମୃତ୍ୟୁ ହେଉଥିବା ଖବର ଆସୁଛି।
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…