ଦେଶ ବିଦେଶ

ଚାଇନା ଇଷ୍ଟର୍ଣ୍ଣ ଏୟାର ଲାଇନ୍‌ସର ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀ ମୃତ

ସମସ୍ତ ବିମାନ ଯାତ୍ରୀ ମୃତ। ସାଉଥ ଚୀନରେ ଚାଇନା ଇଷ୍ଟର୍ଣ୍ଣ ଏୟାର ଲାଇନ୍‌ସର ବିମାନ ଦୁର୍ଘଟଣାରେ ସମସ୍ତ ବିମାନ ଯାତ୍ରୀ ଓ କ୍ରୁ ମେମ୍ବରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୩୨ ଜଣ ଯାତ୍ରୀଙ୍କୁ ନେଇ ଗୁଆଙ୍ଗଝୁ ଆଡକୁ ଯାଉଥିବା ବୋଇଙ୍ଗ ୭୩୭ ବିମାନ ପାଖାପାଖି ସାଢେ ୧୧ଟା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇ ଏକ ପାହାଡ ଉପରେ ଖସିପଡିଥିଲା ।

ବିମାନର ଧ୍ୱଂସାବଶେଷ ଘଟଣାସ୍ଥାନରୁ ମିଳିଥିଲେ ବି କୌଣସି ଯାତ୍ରୀଙ୍କ ମୃତଦେହ ମିଳିପାରିନାହିଁ । ଏବେବି ଖୋଜାଖୋଜି ଜାରି ରହିଛି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ହୋଇଛି ସେନେଇ ଚାଲିଛି ।

Sonalisa

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

4 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

4 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

21 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

22 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

26 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

49 mins ago