Image Credit: RTE
ସାଇବେରିଆରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ ଋଷର ଏକ ବିମାନ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଥିବା ବେଳେ ଏବେ ବିମାନର ପତ୍ତା ମିଳିଛି। ବିମାନରେ ଥିବା ପାଖାପାଖି ୧୮ ଜଣ ସୁରକ୍ଷିତ ଅଛନ୍ତି ।
ବିମାନ ନିଖୋଜ ହେବା ଖବର ଜଣାପଡ଼ିବା ପରେ ଅଫିସିଆଲି ଏହାକୁ ଖୋଜିବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବିମାନଟି ଲ୍ୟାଣ୍ଡିଙ୍ଗ ବେଳେ ସମସ୍ୟା ହୋଇଥିବା ନେଇ ବୈଷୟିକ ଟିମ୍ ତଦନ୍ତ କରି କହିଛନ୍ତି। ତେବେ ବିମାନଟି କ୍ଷତି ଗ୍ରସ୍ତ ହୋଇଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବିମାନ କମ୍ପାନୀ ତରଫରୁ କୁହାଯାଇଛି।
ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…