ଅମିତ ଶାହଙ୍କୁ ମିଳିପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କିଏ ହେବେ ପରବର୍ତ୍ତୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?

କେନ୍ୟୁଜ୍ :  ଧର୍ମେନ୍ଦ୍ର ପ୍ରଧାନ ହୋଇପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଧର୍ମେନ୍ଦ୍ର ପ୍ରଧାନ ଓ ଜେ. ପି ନଡ୍ଡାଙ୍କ ନାଁକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ବର୍ତ୍ତମାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ କେନ୍ଦ୍ର ମନ୍ତ୍ରୀ ହୋଇପାରନ୍ତି । ସୂଚନା ଅନୁସାରେ ଅମିତ ଶାହଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ଦାୟତ୍ୱ ମିଳିପାରେ ।

ଗୃହ କିମ୍ବା ଅର୍ଥ ବିଭାଗର ମନ୍ତ୍ରୀ ହୋଇପାରନ୍ତି ଶାହ । ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଅସୁସ୍ଥ ଥିବାରୁ, ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳନପାରେ । ଅମିତ ଶାହ ମନ୍ତ୍ରୀ ହେଲେ, ତାଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଛାଡିବାକୁ ହେବ । ଶାହ ଅଧ୍ୟକ୍ଷ ପଦ ଛାଡିଲେ, ଧର୍ମେନ୍ଦ୍ର ପ୍ରଧାନ କିମ୍ବା ଜେ.ପି ନଡ୍ଡାଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରାଯାଇପାରେ । ଏନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ଏନ୍‌ଡିଏ-୧ରେ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ୍‌ ମନ୍ତ୍ରୀ ଥିଲେ ।

 

KNews Bureau

Recent Posts

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

3 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

6 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

20 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

33 mins ago

ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ, ଜଙ୍ଗଲରୁ ମୃତଦେହ ଜବତ

ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…

36 mins ago

ଷଷ୍ଠ ଥର ନବୀନ ସରକାର, ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ ବହୁମତ

ଭୁବନେଶ୍ୱର : ଷଷ୍ଠ ଥର ନବୀନ ସରକାର । ଓଡ଼ିଶା ଗଣମାଧ୍ୟମ ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ…

59 mins ago