ଦେଶ ବିଦେଶ

ରେଳ ଦୁର୍ଘଟଣା: ଆନ୍ଧ୍ର ପ୍ରଦେଶ ସରକାରଙ୍କ ସହାୟତା ଘୋଷଣା, ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଅନୁକମ୍ପା ରାଶି

ଓଡ଼ିଶାରେ ହୋଇଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୨୭୫ ଜଣ ପ୍ରାଣ ହରାଇଛନ୍ତି ଏବଂ ପାଖାପାଖି ୧ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ମୃତକ ଓ ଆହତଙ୍କ ପାଇଁ ପିଏମ୍‌ଓ (PMO) ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଏହାରି ଭିତରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ଵାଇଏସ୍‌ ଜଗନ୍ ମୋହନ ରେଡ୍ଡୀ ମଧ୍ୟ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ତରଫରୁ ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଟ୍ରେନ୍ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଆନ୍ଧ୍ର ପ୍ରଦେଶ ସରକାରଙ୍କ ତରଫରୁ ସହାୟତା ଘୋଷଣା କରାଯାଇଛି। ସିଏମଓ ପକ୍ଷରୁ କୁହାଯାଇଛି କି, ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରଙ୍କୁ ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ମୃତକ ଓ ଆହତମାନଙ୍କୁ PMO ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। PMO ତରଫରୁ ମୃତକଙ୍କ ପରିବାରଙ୍କୁ ପ୍ରତ୍ୟେକ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago