ଆଜି ହୋଇପାରେ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ଆଜି ହୋଇପାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା। ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ECI। ୪ଟା ୩୦ରେ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ।
ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ, ପୁଡୁଚେରୀରେ ହେବ ନିର୍ବାଚନ।