ଆଜି ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ଏହି କିମ୍ବଦନ୍ତୀ ପୁରୁଷଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ଦେଶ। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବହୁ ବରିଷ୍ଠ ନେତା।

ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି।  ବାଜପେୟୀଙ୍କର ଆଜି ୫ମ ପୂଣ୍ୟତିଥି । ଏହି କିମ୍ବଦନ୍ତୀ ପୁରୁଷଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ଦେଶ। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବହୁ ବରିଷ୍ଠ ନେତା।

ବାଜପେୟୀଙ୍କ ସମାଧି ସ୍ଥଳ ସୈଦେବ ଅଟଳରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବାଜପେୟୀଙ୍କ ଝିଅ ନମିତା ଭଟ୍ଟାଚାର୍ଯ୍ୟ ଓ ଜ୍ବାଇଁ ରଂଜନ ଭଟ୍ଟାଚାର୍ଯ୍ୟ ମଧ୍ୟ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.