ଦୁଃଖରେ ଦେଶ : ଟ୍ବିଟରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ଚିକିତ୍ସାଧୀନ ଅବସ୍ଥାରେ ଆଜି ଦିଲ୍ଲୀ ଏମ୍‌ସରେ ସେ ଆଖି ବୁଜିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ ଗତ ଜୁନ୍‌ ୧୧ ତାରିଖରୁ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିଲେ। ଡିମେନସିଆ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ ବାଜପେୟୀ । ତେବେ ବାଜପେୟୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦେଶବାସୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.