ଦେଶ ବିଦେଶ

କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ, ମଣିଷ ଓ ଗୃହପାଳିତ ପଶୁମାନଙ୍କୁ କବଳିତ କରୁଛି ଭୁତାଣୂ

ନୂଆଦିଲ୍ଲୀ : କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ । ମଣିଷ ଓ ଗୃହପାଳିତ ପଶୁମାନଙ୍କୁ କବଳିତ କରିଚାଲିଛି ଏଭିଏନ୍ ଭୁତାଣୂ । ଏଭିଆନ୍ ଫ୍ଲୁ ନିର୍ଦ୍ଦିଷ୍ଟ ପ୍ରକାରର ଭୂତାଣୁ ଯାହା ଶ୍ବାସନଳୀକୁ ସଂକ୍ରିମିତ କରିଥାଏ । ପକ୍ଷୀଙ୍କ ଠାରୁ ମନୁଷ୍ଯକୁ ବ୍ୟାପିଥାଏ । କାଲିଫର୍ଣ୍ଣିଆରେ ଏଭିଏନ ଭୁତାଣୁରେ କବଳିତ ହୋଇ ପକ୍ଷୀ ମଡ଼କ ଜୀବିକାକୁ ଦୋହଲାଇଲାଣି ।

ଏହି କାରଣରୁ କୁକୁଡ଼ା ଫାର୍ମଗୁଡ଼ିକରେ ଲକ୍ଷ ଲକ୍ଷ କୁକୁଡ଼ାଙ୍କ ମୃତ୍ୟୁ ହେବା ପରେ ତାଲା ଝୁଲୁଛି ।  ଏହାସହ ବଣୁଆ ପକ୍ଷୀମାନେ ମଧ୍ୟ ଆକଶରୁ ଖସି ପଡୁଥିବା ଦେଖିବାକୁ ମିଳୁଛି । ଗୋଟିଏ ପଟେ ପକ୍ଷୀଙ୍କୁ ବିପଦ ଓ ଅନ୍ୟପଟେ ମଣିଷଙ୍କୁ ବ୍ୟାପିବା ପରେ ଏବେ ଆହୁରି ଘାତକ ହେଉଛି ଗୃହପାଳିତ ପଶୁଙ୍କୁ ଏହି ଭୁତାଣୁ ଦାଉରୁ ରକ୍ଷା କେମିତି କରିବେ । ଲକ୍ଷଣ ସାମାନ୍ୟ ରୁ ମଧ୍ୟମ ଧରଣର ଲକ୍ଷଣ ଦେଖିବାକୁ ମିଳେ । ମୃତ ପକ୍ଷୀକୁ ସ୍ପର୍ଶ କଲେ ଅବା ସଂସ୍ପର୍ଶରେ ଆସିଲେ ଭୂତାଣୁ ମଣିଷ ଶରୀରରେ ପ୍ରବେଶ କରିଥାଏ ।

Barsha

Recent Posts

ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି, କେକେଆର ଏବଂ ଶାହରୁଖଙ୍କ ମିଳିଲା ଶୁଭେଚ୍ଛା

ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…

13 mins ago

ଲଞ୍ଚ ହେବ Motorola Moto G85, ୟୁଜରଙ୍କୁ ପସନ୍ଦ ଆସିବ କର୍ଭଡ୍‌ ସ୍କ୍ରିନ୍‌ ସରଫେସ୍‌

Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…

15 mins ago

ଭୁବନେଶ୍ବରରୁ ସିଧା ମାଲେସିଆ, ସପ୍ତାହରେ ଚାରି ଦିନ ଉଡ଼ିବ ବିମାନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…

16 mins ago

ମହାକାଳପଡ଼ା: ଗାତରେ ଫସିଗଲା ବଉଳା କୁମ୍ଭୀର

ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର ।  ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର ।  କେନ୍ଦ୍ରାପଡା…

29 mins ago

ଜୁନରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକିୟା, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…

38 mins ago

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି, ବୋହୂକୁ ଏମିତି ଅଫର ଦେଲା ଶଶୁର

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…

58 mins ago