ଆଜି ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ

କେନ୍ୟୁଜ୍: କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । MSME, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଦାୟିତ୍ୱ ନେଇଛନ୍ତି । ପ୍ରଥମେ ପ୍ରତାପ ଷଡଙ୍ଗୀ ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି । ପ୍ରତାପଙ୍କ ସହ ଏମ୍‌ଏସ୍‌ଏମ୍‌ଇ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଦାୟିତ୍ୱ ନେଇଛନ୍ତି । ବିଭାଗୀୟ ଅଧିକାରୀମାନେ ନୀତିନ ଗଡ଼କରୀ ଓ ପ୍ରତାପ ଷଡଙ୍ଗୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.