ଦେଶ ବିଦେଶ

ମଣିପୁର ହିଂସା: ଗୃହ ମନ୍ତ୍ରଣାଳୟର ବଡ଼ କାର୍ଯ୍ୟାନୁଷ୍ଠାନ, ୯ ମେତେଇ ଉଗ୍ରବାଦୀ ସଙ୍ଗଠନ ବ୍ୟାନ୍‌

ମଣିପୁରରେ ହୋଇଥିବା ହିଂସା ଭିତରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମେତେଇ ଉଗ୍ରବାଦୀ ସଙ୍ଗଠନ ‘ପିପୁଲ୍ସ ଲିବରେସନ୍ ଆର୍ମି (PLA)’କୁ ୫ ବର୍ଷ ପାଇଁ ବେଆଇନ ଘୋଷଣା କରିଛି ମନ୍ତ୍ରଣାଳୟ।

PLAର ପଲିଟିକାଲ୍‌ ଓ୍ଵିଙ୍ଗ୍‌ ରିଭୋଲ୍ୟୁସନାରୀ ପିପୁଲ୍ସ ଫ୍ରଣ୍ଟ (RPF) ଏବଂ ୟୁନାଇଟେଡ ଲିବରେସନ ଫ୍ରଣ୍ଟ (UNLF) ଉପରେ ମଧ୍ୟ ଗୃହ ମନ୍ତ୍ରଣାଳୟ ୫ ବର୍ଷ ପାଇଁ ପ୍ରତିବନ୍ଧକ ଲଗାଇଛି। ଏହି ପରି ପିଏଲ୍‌ଏର ସେନା ୱିଙ୍ଗ ମଣିପୁର ପିପୁଲ୍ସ ଆର୍ମି (MPA)କୁ ମଧ୍ୟ ବ୍ୟାନ୍‌ କରାଯାଇଛି।

ପିପୁଲ୍ସ ରିଭୋଲ୍ୟୁସନାରୀ ପାର୍ଟି ଅଫ୍ କଙ୍ଗଲିପାକ୍‌ (PREPAK), ରେଡ୍ ଆର୍ମି ଏବଂ କଙ୍ଗଲିପାକ୍ କମ୍ୟୁନିଷ୍ଟ ପାର୍ଟି (KCP)କୁ ଗୃହ ମନ୍ତ୍ରଣାଳୟ ୫ ବର୍ଷ ପାଇଁ ବେଆଇନ ସଙ୍ଗଠନ ଘୋଷଣା କରିଛି। କହି ରଖୁଛୁ, କେନ୍ଦ୍ର ସରକାର ପିଏଲ୍‌ଏ ସମେତ ମେତେଇ ସମ୍ପ୍ରଦାୟର ୯ ଉଗ୍ରବାଦୀ ସଙ୍ଗଠନକୁ ବେଆଇନ ଘୋଷିତ କରିଛନ୍ତି। ସୂଚନାଥାଉ କି, ମେ’ ୩ରେ ରାଜ୍ୟରେ ଜାତିଗତ ହିଂସା ଆରମ୍ଭ ହୋଇଥିଲା।

Roshni

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

6 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

8 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

9 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

10 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

11 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

11 hours ago