Below header

ଉତ୍ତରପ୍ରଦେଶ ବାରବଙ୍କୀ ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୨ ଜଣଙ୍କ ମୃତ୍ୟୁ

ଉତ୍ତରପ୍ରଦେଶ(କେନ୍ୟୁଜ୍) : ପୁଣି ବିଷାକ୍ତ ମୃତ୍ୟୁ ବିଭିଷୀକା । ଉତ୍ତରପ୍ରଦେଶ ବାରବଙ୍କୀ ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଏକାଧିକ ଲୋକ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଏହି ଲୋକମାନେ ଦେଶୀ ମଦ ପିଇଥିଲେ । ଯାହାଫଳରେ ଏମାନଙ୍କ ମୃତ୍ୟୁ ହୋଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରପ୍ରତି ସମବେଦନା ଜଣାଇଛନ୍ତି । ଏହା ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Yogi

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.