ଦେଶ ବିଦେଶ

ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍‌ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲାର ଅଭିଯୁକ୍ତ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘନିଷ୍ଠ ବିଭବ କୁମାରଙ୍କ ନ୍ୟାୟିକ ହେପାଜତକୁ ଜୁନ୍‌ ୨୨ ଯାଏ ବଢ଼ାଇ ଦିଆଯାଇଛି ।

ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ମୁତାବକ, ମେ’ ୧୩ରେ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ବାସଭବନରେ ସେ ସ୍ୱାତି ମାଲିଓ୍ଵାଲଙ୍କ ସହ ମାରପିଟ କରିଥିଲେ । ଏହି ଘଟଣାରେ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଥିଲା ।

Roshni

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

9 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

41 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

43 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

46 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

52 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago