ବିହାର ବିଧାନସଭାରେ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡ ଦେବୀ ବିହାର ପ୍ରଳୟଙ୍କରୀ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ଦାବି କରିଛନ୍ତି। ବିହାର ପ୍ରଳୟଙ୍କରୀ ବନ୍ୟାରେ ବହୁ ଜିଲ୍ଲାର ଅବସ୍ଥା ବେହାଲ ହୋଇଯାଇଛି। ଏଥିରେ ସରକାରୀ ଭାବେ ୩୩ ଜଣଙ୍କ ପ୍ରାଣହାନି ଘଟିଛି। କିନ୍ତୁ ବେସରକାରୀ ଭାବେ ଏହି ସଂଖ୍ୟା କାହିଁ କେତେ ଅଧିକ ବୋଲି ରାବିଡ ଦେବୀ କହିଛନ୍ତି। ଏଭଳି ପରିସ୍ଥିତିରେ ବିହାର ବନ୍ୟାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ବିପତ୍ତି ଘୋଷଣା କରିବା ସହ ଅର୍ଥ ବରାଦ କରିବାକୁ ସେ ଦାବି କରିଛନ୍ତି। ବନ୍ୟା ପରିସ୍ଥିତିକୁ ଦେଖି ଏନ୍ଡିଆର୍ଏଫ ର ୧୯ଟି ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…