ଆଜି ଶ୍ରୀନଗର ଯିବେ ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ଵତ

ଶ୍ରୀନଗର: ଆଜି ଶ୍ରୀନଗର ଯିବେ ସ୍ଥଳସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ଵତ । ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ହେବା ପରେ ଏହା ହେଉଛି ବିପିନ ରାଓ୍ଵତଙ୍କ ପ୍ରଥମ ଶ୍ରୀନଗର ଗସ୍ତ । ଶ୍ରୀନଗରରେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ସୀମାରେ ପାକିସ୍ତାନ ଯୁଦ୍ଧ ପାଇଁ ପ୍ରସ୍ତୁତ କରୁଥିବା ବେଳେ ବିପିନ ରାଓ୍ଵତଙ୍କ ଏହି ଗସ୍ତ ବେଶ୍‌ ଗୁରୁତ୍ୱପୂର୍ଣ୍ଣ । ସେଠାରେ ଭାରତୀୟ ସେନାର ଯୁଦ୍ଧ ପ୍ରସ୍ତୁତିର ସମୀକ୍ଷା କରିପାରନ୍ତି । ଜମ୍ମୁକଶ୍ମୀରରେ ଧାରା ୩୭୦ ଉଚ୍ଛେଦ ହେବାର କିଛି ଦିନ ପୂର୍ବରୁ ବିପିନ ରାଓ୍ଵତ ଶ୍ରୀନଗର ଗସ୍ତ କରିଥିଲେ ।

ସେପଟେ ଆଜି ବଡ଼ ବଡ଼ ମସ୍‌ଜିଦ୍‌ରେ ନମାଜ ପାଠ ଉପରେ ରୋକ୍‌ ଲଗାଯାଇଛି । ନିଜ ଅଞ୍ଚଳରେ ଥିବା ଛୋଟ ଛୋଟ ମସ୍‌ଜିଦ୍‌ରେ ମନାଜ ପାଠ କରିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅପିଲ କରାଯାଇଛି । ଗତକାଲି କିଛିଟା କଟକଣା କୋହଳ ହେବା ପରେ କଶ୍ମୀରର କିଛି ଅଞ୍ଚଳରେ ପଥର ମାଡ଼ ହୋଇଥିଲା ।

KNews Bureau

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

7 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

8 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago