Below header

ବଢ଼ିଲା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ, ୨୦୨୪ ଜୁନ୍ ଯାଏ ଅଧ୍ୟକ୍ଷ ରହିବେ ଜେପି ନଡ୍ଡା

ବଢ଼ିଲା ନଡ୍ଡାଙ୍କ କାର୍ଯ୍ୟକାଳ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି ହୋଇଛି। ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସ୍ତାବ ଉପରେ ମୋହର ମାରିଲା ବିଜେପି ସଂସଦୀୟ ବୋର୍ଡ।

ନୂଆଦିଲ୍ଲୀ : ବଢ଼ିଲା ନଡ୍ଡାଙ୍କ କାର୍ଯ୍ୟକାଳ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି ହୋଇଛି। ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସ୍ତାବ ଉପରେ ମୋହର ମାରିଲା ବିଜେପି ସଂସଦୀୟ ବୋର୍ଡ। ୨୦୨୪ ଜୁନ୍ ଯାଏ ଅଧ୍ୟକ୍ଷ ରହିବେ ଜେପି ନଡ୍ଡା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.