Below header

ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ବିଜେପି କର୍ମୀଙ୍କୁ ଗୁଳି କରି ହତ୍ୟା

ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଜଣେ ବିଜେପି କର୍ମୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଜଣକ ହେଉଛନ୍ତି ୨୪ ବର୍ଷିୟ ଚନ୍ଦନ ଶ’। ରବିବାର ରାତିରେ ନିଜର ଦୁଇଚକିଆ ଯାନ ଚଳାଇ ଯାଉଥିବା ବେଳେ ତାଙ୍କୁ ଦୁର୍ବୁତ ମାନେ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପରେ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବାକୁ ନିରାପତ୍ତାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.