ଦେଶ ବିଦେଶ

କାବୁଲ: ବୈଦେଶିକ ମନ୍ତ୍ରାଳୟ ନିକଟରେ ଜୋରଦାର ବିସ୍ଫୋରଣ, ୧୩ ଜଣଙ୍କ ମୃତ୍ୟୁ

ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୁଣିଥରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବୈଦେଶିକ ମନ୍ତ୍ରଣାଳୟ ନିକଟରେ ଏହି ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ତାଲିବାନ ସୂତ୍ରରୁ ଜଣାପଡ଼ିଛି ଯେ ଏହି ବିସ୍ଫୋରଣ ସୋମବାର ଅପରାହ୍ନରେ ବୈଦେଶିକ ମନ୍ତ୍ରଣାଳୟର ମୁଖ୍ୟ ଚେକ୍ ପୋଷ୍ଟ ନିକଟରେ ଘଟିଛି।

ଆଫଗାନିସ୍ତାନର ଏକ ଗଣମାଧ୍ୟମ ମୁତାବକ, ଏହି ବିସ୍ଫୋରଣ ବୈଦେଶିକ ମନ୍ତ୍ରଣାଳୟ ରାସ୍ତାରେ କାବୁଲର ଡାଉନ୍‌ଟାଉନରେ ଥିବା ବାଣିଜ୍ୟ କେନ୍ଦ୍ର ନିକଟରେ ଘଟିଛି। ବିସ୍ଫୋରଣ ବହୁତ ଶକ୍ତିଶାଳୀ ଥିଲା। ଯଦିଓ ତାଲିବାନ ସରକାର ଏ ପର୍ଯ୍ୟନ୍ତ ଏ ନେଇ କୌଣସି ଅଫିସିଆଲ ବୟାନ ଜାରି କରିନାହିଁ।

Roshni

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

24 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

25 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago