ଦେଶ ବିଦେଶ

କିଛି ଦିନର ଶାନ୍ତ ପରେ ପୁଣି ଅଶାନ୍ତ ହେଲା ଜମ୍ମୁ, ଏୟାରପୋର୍ଟର ଟେକ୍ନିକାଲ ଏରିଆରେ ବିସ୍ଫୋରଣ

କେନ୍ୟୁଜ୍(ବ୍ୟୁରୋ):  ଜମ୍ମୁରେ ବିସ୍ଫୋରଣ। ଜମ୍ମୁ ଏୟାରପୋର୍ଟର ଟେକ୍ନିକାଲରେ ଏରିଆରେ ବୋମା ବିସ୍ଫୋରଣ। ଘଟଣା ସ୍ଥଳରେ ପୋଲିସ, ବୋମା ନିଷ୍କ୍ରିୟକାରୀ ଦଳ ଓ ଫୋରୋନ୍ସିକ ଟିମ୍‌ ଉପସ୍ଥିତ ଅଛନ୍ତି। ଗତକାଲି ବିଳମ୍ବିତ ରାତିରେ ହୋଇଛି ବିସ୍ଫୋରଣ। ରାତି ପ୍ରାୟ ୧ଟା ୪୦ ମିନିଟରେ ବିସ୍ଫୋରଣ ହୋଇଛି। ୫ମିନିଟରେ ୨ଥର ହୋଇଛି ବିସ୍ଫୋରଣ।

ଦୁଇଟି ଡ୍ରୋନ୍‌ ମାଧ୍ୟମରେ ଏହି ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ମୃତାହତ ନେଇ କୌଣସି ସୂଚନା ମିଳିନି। ୨ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ପୋଲିସ।

 

 

 

KNews Bureau

Recent Posts

ଦିଲ୍ଲୀ: ତାଜ୍‌ ଏକ୍ସପ୍ରେସ୍‌ରେ ଭୟାବହ ଅଗ୍ନିକାଣ୍ଡ, ଧୁ ଧୁ ହୋଇ ଜଳୁଛି କୋଚ୍‌

ଦିଲ୍ଲୀର ଓଖଲା ରେଳ ଷ୍ଟେସନରେ ତାଜ ଏକ୍ସପ୍ରେସରେ ଲାଗିଛି ଭୟାବହ ନିଆଁ । କୁହାଯାଉଛି ଯେ ଯେତେବେଳେ ୨୨୮୦ ତାଜ…

2 mins ago

ନିଖୋଜ ଥିଲେ ଏବେ ଜଙ୍ଗଲରୁ ମୃତ ଦେହ ଉଦ୍ଧାର, ହତ୍ୟା କରାଯାଇଥିବା ସନ୍ଦେହ

ଆଠଗଡ(କେନ୍ୟୁଜ୍‌) : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର…

11 mins ago

ମୁମ୍ବାଇ: ଛକ୍କା ମାରି ହଠାତ୍‌ ତଳେ ପଡ଼ିଗଲେ ଯୁବକ, ହୃଦ୍‌ଘାତରେ ହେଲା ମୃତ୍ୟୁ

କ୍ରିକେଟ୍‌ ଖେଳିବା ସମୟରେ ହଠାତ୍‌ ଆସିଲା ହୃଦ୍‌ଘାତ । ଫଳରେ ସେଇଠି ହିଁ ଟଳିପଡ଼ିଲେ ଯୁବକ । ଘଟଣା ଘଟିଛି…

31 mins ago

କେବେ ଆରମ୍ଭ ହୋଇଥିଲା World Bicycle Day? ଜାଣନ୍ତୁ କ’ଣ ଥିଲା ଏହାର ଉଦ୍ଦେଶ୍ୟ

ସାଇକେଲ ଚଳାଇବା ସ୍ୱାସ୍ଥ୍ୟ ପାଇଁ ଖୁବ ଲାଭଦାୟକ ହୋଇଥାଏ । ସେଥିପାଇଁ ପ୍ରତିବର୍ଷ ବିଶ୍ୱ ସାଇକେଲ ଦିବସ ଆଜି ଅର୍ଥାତ୍…

31 mins ago

ଟି୨୦ ବିଶ୍ୱକପ : ଅଧିନାୟକ ରୋହିତ ଶର୍ମାଙ୍କ ଫଟୋକୁ ନେଇ କରାଯାଇଛି କଦର୍ଥ, ଫ୍ୟାନ୍‌ ଦେଲେ ମୁହଁତୋଡ ଜବାବ

ଆଇସିସି ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ ହୋଇଛି । ଲଗାତାର ଦ୍ୱିତୀୟ ଥର ପାଇଁ ରୋହିତ ଶର୍ମା ଭାରତୀୟ ଟିମର…

54 mins ago

ହସପିଟାଲ ବେଡରୁ ଦୁବାଇ ପାର୍ଟିରେ ପହଞ୍ଚିଲେ ରାକ୍ଷୀ ! ଫ୍ୟାନ୍ସ କଲେ ଟ୍ରୋଲ

ରାକ୍ଷୀ ସାୱନ୍ତ ଗତ କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି । କିଛି…

1 hour ago