ଆସାମ ସୋନିତପୁୁର ଜିଲ୍ଲାରେ ଅଘଟଣ, ମଝି ନଇରେ ଓଲଟିଲା ଡଙ୍ଗା

ଆସାମ(କେନ୍ୟୁଜ୍): ଡଙ୍ଗାବୁଡି ଲାଇଭ୍‌। ମଝି ନଇରେ ଓଲଟିଲା ଡଙ୍ଗା। ଆସାମ ସୋନିତପୁୁର ଜିଲ୍ଲାରେ ଏହି ଅଘଟଣ ଘଟିଛି। ଗତକାଲି ଅପରାହ୍ନରେ ୮୦ଜଣ ଯାତ୍ରୀଙ୍କୁ ଧରି ଡଙ୍ଗାଟି ନଦୀ ପାର୍ ହେଉଥିବାବେଳେ ଓଲଟି ପଡିଥିଲା। କିଛି ଯାତ୍ରୀ ପହଁରି କୂଳକୁ ଚାଲି ଆସିଥିବାବେଳେ ଆଉ କିଛି ଏବେବି କିଛି ନିଖୋଜ ଅଛନ୍ତି। ଏନଡିଆରଏଫ୍ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

 

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

19 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

28 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago