ବାଜପେୟୀଙ୍କ ଅସ୍ଥି ବିସର୍ଜନ ବେଳେ ଓଲଟିଲା ଡଙ୍ଗା : ନଦୀରେ ପଡିଲେ ନେତା

ଉତ୍ତରପ୍ରଦେଶ : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଅସ୍ଥି ବିସର୍ଜନ ସମୟରେ ଅଘଟଣ । ଡଙ୍ଗା ଓଲଟିପଡିବାରୁ ନଦୀରେ ପଡିଲେ ମନ୍ତ୍ରୀ ଏବଂ ସାଂସଦ । ଘଟଣାଟି ଉତ୍ତରପ୍ରଦେଶର ବସ୍ତି ଜିଲ୍ଲାରେ ଘଟିଛି । ସୂଚନା ଅନୁଯାୟୀ, କିନ୍ତୁ କୁଆନୋ ନଦୀରେ ଅସ୍ଥି ବିସର୍ଜନ ବେଳେ ଏହି ଦୁର୍ଘଟଣାଟି ଘଟିଛି । ଯାହା ଫଳରେ ଡଙ୍ଗାରେ ଥିବା ସମସ୍ତ ମନ୍ତ୍ରୀ, ସାଂସଦ ଏବଂ ପୋଲିସ୍ ଅଫିସର୍ ପାଣିରେ ପଡିଯାଇଥିଲେ । ତେବେ ଦୁର୍ଘଟଣାରେ କାହାର ଜୀବନ ଯାଇନାହିଁ ।  ସୂଚନା ଅନୁସାରେ ଡଙ୍ଗାରେ ପ୍ରାୟ ୧୭ ଜଣ ଲୋକ ଥିଲେ । ସନ୍ତୁଳନ ହରାଇବାରୁ ଦୁର୍ଘଟଣାଟି ଘଟିଛି ବୋଲି କହିଛନ୍ତି ଜଣେ ବରିଷ୍ଠ ପୋଲିସ୍ ଅଧିକାରୀ ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

5 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

7 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

14 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

40 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

49 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago