ଦେଶ ବିଦେଶ

ଏପଟେ ଅର୍ଥମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରୁଥିବା ବେଳେ ସେପଟେ ମୁଣ୍ଡରେ ହାତ ଦେଇ ବସିଛନ୍ତି ରାହୁଲ ଗାନ୍ଧୀ; ଦେଖନ୍ତୁ ଭାଇରାଲ ଫଟୋ

ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା ପରେ ସୋସିଆଲ ମିଡିଆରେ ମିମ୍‌ସ ଓ ଜୋକ୍ସ ପ୍ରବଳ ଭାଇରାଲ ହେଉଛି। ଇତିମଧ୍ୟରେ ରାହୁଲ ଗାନ୍ଧୀଙ୍କର ଏକ ଫଟୋ ଭାଇରାଲ ହେଉଛି। ଏହି ଫଟୋରେ ସେ ମୁଣ୍ଡରେ ହାତ ଦେଇ ବସିଥିବା ଦେଖିବାକୁ ମିଳିଛି। ଏହା ଦେଖି ଲୋକମାନେ ତାଙ୍କର ମଧ୍ୟ ମଜାକ୍‌ ଉଡ଼ାଉଥିବା ଦେଖାଯାଇଛି।

ଦେଖନ୍ତୁ କେତେକ ମିମ୍‌ସ:

ରାହୁଲ ମୁଣ୍ଡରେ ହାତ ଦେଇ ବସିଥିବା ଦେଖି ଜଣେ ଟ୍ଵିଟର ୟୁଜର ଲେଖିଛନ୍ତି, ‘କମର୍ସ ଛାତ୍ର ବିଜ୍ଞାନ ଛାତ୍ରଙ୍କୁ ବଜେଟ୍‌ ବୁଝାଉଛନ୍ତି’।

ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ‘ବିଜ୍ଞାନ ଛାତ୍ର ବଜେଟ୍‌ ଦେଖିବା ପରେ’।

WCW 11

Recent Posts

ଜୁନ ୨୦ରେ ଲଞ୍ଚ ହେବାକୁ ଯାଉଛି Realme GT 6, ଡିଜାଇନ୍ ଦେଖିଲେ କହିବେ ‘Wow’

ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…

12 mins ago

ଗାଁର ଚାରି ଆଡେ଼ ଘେରି ରହିଛି ନାଳ, ବର୍ଷା ଦିନେ ଜଳବନ୍ଦୀ ଜୀବନ କାଟନ୍ତି ଏହି ଗ୍ରାମବାସୀ

ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…

13 mins ago

ପ୍ୟାରିସରୁ ମୁମ୍ବାଇ ଆସୁଥିବା ବିମାନରେ ବୋମା ଆତଙ୍କ, ଜରୁରୀକାଳୀନ ଅବତରଣ କଲା ଭିସ୍ତାରା ବିମାନ

ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…

13 mins ago

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

54 mins ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

1 hour ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

1 hour ago