ଜୁନ୍ ୧୭ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ୨୬ ଜୁଲାଇ ଯାଏ ଅଧିବେଶନ ଚାଲିବ । ୧୯ରେ ଲୋକସଭା ବାଚସ୍ପତି ନିର୍ବାଚନ ହେବ । ଏହା ପରେ ବାଚସ୍ପତି ସମସ୍ତ ସାଂସଦଙ୍କୁ ଶପଥ ପାଠ କରାଇବେ । ଏହି ଅଧିବେଶନରେ ପୂର୍ଣ୍ଣାଙ୍ଗ ବଜେଟ ଆସିବ । ମୋଦି ସରକାରଙ୍କ ଦ୍ୱିତୀୟ ଇଂନିସର ବଜେଟ ଅଧିବେଶନ ଉପରେ ସାରା ଦେଶର ନଜର ରହିଛି । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଲ ଉପରେ ମୋହର ଲାଗିବ ।
ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…
ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…
ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…
ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …