ସାଉଦି ଆରବର ପବିତ୍ର ମକ୍କା ନଗରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩୫ ଯାତ୍ରୀ ମୃତ

ଦୁବାଇ: ମୁସଲମାନମାନଙ୍କର ପବିତ୍ର ମକ୍କା ନଗରୀ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ସାମ୍ନାକୁ ଆସିଛି ।  ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସରେ ୩୫ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି । ଯେଉଁ ସୂଚନା ଦେଇଛନ୍ତି, ସାଉଦି ଆରବର ସରକାରୀ କର୍ତ୍ତୃପକ୍ଷ। ରାଷ୍ଟ୍ରାୟତ ସାଉଦି ପ୍ରେସ୍‌ ଏଜେନ୍ସି ଗୁରୁବାର ଦିନ ଏହି ରିପୋର୍ଟରେ କହିଛି କି, ଦୁର୍ଘଟଣାରେ ଚାରି ଜଣ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ମକ୍କା ଓ ମଦିନା ସହରକୁ ସଂଯୋଗ କରୁଥିବା ସଡ଼କରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।

ତେବେ ଏହି ବସ୍‌ଟିରେ ଏସୀୟ ଓ ଆରବୀ ନାଗରିକ ଥିଲେ। ବସ୍‌ଟି ଗୋଟାଏ ଭାରୀ ଯାନ ସହ ଧକ୍କା ହେବା ଫଳରେ ଏଭଳି ପରିସ୍ଥିତି ହୋଇଥିବା ମଦିନା ପୁଲିସ ମୁଖପାତ୍ର କହିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଥିବାବେଳେ ଦୁର୍ଘଟଣାର କାରଣ ସଂକ୍ରାନ୍ତରେ ଅଧିକ କିଛି ତଥ୍ଯ ମିଳିପାରିନାହିଁ ।

 

 

Sonalisa

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

10 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

27 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

40 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

49 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

52 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago