(କେନ୍ୟୁଜ): ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ। ଚଳିତବର୍ଷ ପାସ୍ହାର ରହିଛି ୮୭.୩୩ ପ୍ରତିଶତ। results.cbse.nic.in ଓ www.cbseresults.nic.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ପରୀକ୍ଷା ଦେଇଥିଲେ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ। ଆଉ କିଛି ସମୟ ପରେ ବାହାରିବ ଦଶମ ପରୀକ୍ଷାଫଳ। ଗତ ଫେବୃୟାରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସ୍ଇ ଦଶମ ଓ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ୱାଦଶ ପରୀକ୍ଷା ହୋଇଥିଲା। ଚଳିତବର୍ଷ ୭ହଜାର ୨୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଦଶମ ପରୀକ୍ଷା ଦେଇଥିଲେ ୨୧ଲକ୍ଷ ୮୬ହଜାର ୯୪୦ଜଣ ଛାତ୍ରଛାତ୍ରୀ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…