କେନ୍ୟୁଜ(ବ୍ୟୁରୋ):କରୋନା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ। ଘରୁ ବାହାରିବା ମାତ୍ରେ ସମସ୍ତେ ମୁହଁରେ ମାସ୍କ ପିନ୍ଧିବା ଜରୁରୀ। ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ଗୋଟିଏ ଜାଗାରେ ୫ରୁ ଅଧିକ ଏକତ୍ର ହେବେନାହିଁ। ସେହିଭଳି ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ଓ ମଦ, ତମାଖୁ, ଗୁଟ୍ଖା ବିକ୍ରି ସଂପୂର୍ଣ୍ଣ ଭାବେ ବାରଣ କରାଯାଇଛି,ସେହିଭଳି କର୍ମସ୍ଥଳୀରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂ ବ୍ୟବହାର ଜରୁରୀ । ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ପୂଣ୍ୟ ସଲୀଳା ଶ୍ରୀବାସ୍ତବ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…