ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହାମନ୍ତ୍ରାଳୟର ଚିଠି

ନୂଆଦିଲ୍ଲୀ (କେନ୍ୟୁଜ୍) : ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହାମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି । ଦେଶର ବିଭିନ୍ନ ଭାଗରେ ଦୁଷ୍କର୍ମ ଓ ହତ୍ୟା ଘଟଣା ବୃଦ୍ଧା ପାଉଥିବା ବେଳେ ଏହାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଘଟଣାକୁ କିପରି ରୋକାଯାଇପାରିବ ସେନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ରାଜ୍ୟମାନଙ୍କୁ ଚିଠି ଲେଖିଛନ୍ତି। ଆଇନ କଡ଼ାକଡ଼ି ସହ ପୋଲିସ ଯେଭଳି ଏଭଳି ଘଟଣାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସେନେଇ ରାଜ୍ୟ ସରକାର ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ ରହିଛି।

ପୀଡ଼ିତାଙ୍କ ଅଭିଯୋଗ ପ୍ରତି ଅତ୍ୟନ୍ତ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ଏହା ସହ ବିପଦରେ କିମ୍ବା ଅସୁବିଧାରେ ପଡ଼ିଥିବା ଲୋକଙ୍କୁ ଜରୁରୀକାଳିନ ସହାୟତା ଦେବା ପାଇଁ କେନ୍ଦ୍ର ସରକାର ଜାତୀୟ ସ୍ତରରେ ଏକକ ଫୋନ ନମ୍ବର ୧୧୨କୁ ତୁରନ୍ତ ଲାଗୁ କରିବାକୁ ଚିଠି ଲେଖିଛନ୍ତି। ଏହାସହ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଫରେନସିକ ପ୍ରମାଣ ଦୃଢ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

KNews Bureau

Recent Posts

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

3 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

36 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

38 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago