କଟକ(କେନ୍ୟୁଜ) : ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଆଇନଜୀବୀ କେ ଭି ବିଶ୍ନାଥନ ହେବେ ସୁପ୍ରିମକୋର୍ଟର ବିଚାରପତି। ସୁପ୍ରିମକୋର୍ଟରେ ଦୁଇ ନୂଆ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ କଲେ ସୁପାରିଶ। ସୁପ୍ରିମକୋର୍ଟରେ ଅନୁମୋଦିତ ବିଚାରପତିଙ୍କ ସଂଖ୍ଯା ୩୪ ହୋଇଥିବା ବେଳେ ଏବେ ଅଛନ୍ତି ୩୨ ଜଣ ବିଚାରପତି।
ଜୁଲାଇ ଦ୍ୱିତୀୟ ସପ୍ତାହ ସୁଦ୍ଧା ସୁପ୍ରିମକୋର୍ଟର ଆଉ ଚାରି ଜଣ ବିଚାରପତି ଅବସର ନେବାକୁ ଯାଉଛନ୍ତି। ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ଯ ବିଚାରପତି ଅଛନ୍ତି।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…